ଓଡିଶା

ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଉପଲକ୍ଷେ ପଦଯାତ୍ରା l

ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଅବସରରେ ଜିଲ୍ଲାର ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଏକ ସଚେତନତା ପଦଯାତ୍ରା କରାଯାଇଛି l ଏହି ପଦଯାତ୍ରା ଟି ବାଜିଚୌକ ଠାରୁ ଆରମ୍ଭ ହୋଇ ମିନି ଷ୍ଟାଡିୟମ ଠାରେ ସମାପ୍ତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ମନୋରଞ୍ଜନ ମଲ୍ଲିକ, ଏସ୍ ପି ଶ୍ରୀ ଜ୍ଞାନରଞ୍ଜନ ମହାପାତ୍ର, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପ୍ରଣୟ କୁମାର ମିଶ୍ର, ସମ୍ପୃକ୍ତ ବିଭାଗ ର ଅଧିକାରୀ ମାନେ ଯୋଗଦେଇଥିଲେ l

Related Articles

Leave a Reply

Your email address will not be published. Required fields are marked *

Back to top button